output
stringlengths
1
10.9k
input
stringclasses
1 value
instruction
stringlengths
34
702
category
stringlengths
3
20
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।
translate sentence into Odia : But the fearful, and unbelieving, and the abominable, and murderers, and whoremongers, and sorcerers, and idolaters, and all liars, shall have their part in the lake which burneth with fire and brimstone: which is the second death.
revelation
ତା'ପରେ ସାତଜଣ ର୍ସ୍ଗଦୂତଙ୍କ ମଧ୍ଯରୁ ଯେଉଁମାନଙ୍କ ପାଖ ରେ ସାତାଟେି ଶଷେ କ୍ଲେଶର ସାତପାତ୍ର ଥିଲା, ସହେିମାନଙ୍କ ମଧ୍ଯରୁ ଜଣେ ମାେ ପାଖକୁ ଆସିଲେ। ସହେି ସ୍ବର୍ଗଦୂତ ମାେତେ କହିଲେ, "ମାେ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦଖାଇବେି। ସେ ମଷେଶାବକଙ୍କର ସ୍ତ୍ରୀ।
translate sentence into Odia : And there came unto me one of the seven angels which had the seven vials full of the seven last plagues, and talked with me, saying, Come hither, I will shew thee the bride, the Lamb's wife.
revelation
ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।
translate sentence into Odia : And he carried me away in the spirit to a great and high mountain, and shewed me that great city, the holy Jerusalem, descending out of heaven from God,
revelation
ସହେି ନଗରୀ ପରମେଶ୍ବରଙ୍କ ଗୌରବ ରେ ଉଜ୍ଜ୍ବଳମୟ ଦଖାଯାେଉଥିଲା। ଏହା ମୂଲ୍ଯବାନ ମଣି, ସୂର୍ୟ୍ଯକାନ୍ତ ପରି ଉଜ୍ଜ୍ବଳ ହାଇେ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ବଚ୍ଛ ଥିଲା।
translate sentence into Odia : Having the glory of God: and her light was like unto a stone most precious, even like a jasper stone, clear as crystal;
revelation
ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ବାରା ଥିଲା। ସହେି ଦ୍ବାରମାନଙ୍କ ରେ ବାରଟି ସ୍ବର୍ଗଦୂତ ଥିଲେ। ପ୍ରେତ୍ୟକକ ପ୍ରବେଶ ଦ୍ବାର ରେ ଇଶ୍ରାୟେଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖାଦେିତ ଥିଲା।
translate sentence into Odia : And had a wall great and high, and had twelve gates, and at the gates twelve angels, and names written thereon, which are the names of the twelve tribes of the children of Israel:
revelation
ସଠାେରେ ପୂର୍ବ ଦିଗ ରେ ତିନୋଟି ପ୍ରବେଶ ଦ୍ବାରା, ଉତ୍ତର ରେ ତିନୋଟି ପ୍ରବେଶ ଦ୍ବାର, ଦକ୍ଷିଣ ରେ ତିନୋଟି ପ୍ରବେଶ ଦ୍ବାର ଏବଂ ପଶ୍ଚିମ ଦିଗ ରେ ତିନୋଟି ଦ୍ବାର ଥିଲା।
translate sentence into Odia : On the east three gates; on the north three gates; on the south three gates; and on the west three gates.
revelation
ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସହେି ପଥର ଉପରେ ମଷେଶାବକଙ୍କର ବାର ଜଣ ପ୍ ରରେିତଙ୍କର ନାମ ଲଖାଯାେଇଥିଲା।
translate sentence into Odia : And the wall of the city had twelve foundations, and in them the names of the twelve apostles of the Lamb.
revelation
ମାେ ସହିତ କଥାବାର୍ତ୍ତା ହେଉଥିବା ସ୍ବର୍ଗଦୂତଙ୍କ ହାତ ରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ବାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତ ରେ ରଖିଥିଲେ।
translate sentence into Odia : And he that talked with me had a golden reed to measure the city, and the gates thereof, and the wall thereof.
revelation
ସହେି ନଗରୀଟି ଚାରିକଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସହେି ଦୂତ ମାପଦଣ୍ଡ ରେ ନଗରୀକୁ ମାପିଲେ। ନଗରୀର ଲମ୍ବା aaa ଷ୍ଟାଡ଼ିଆ, ଚଉଡ଼ା aaa ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ଯ aaa ଷ୍ଟାଡ଼ିଆ ଥିଲା।
translate sentence into Odia : And the city lieth foursquare, and the length is as large as the breadth: and he measured the city with the reed, twelve thousand furlongs. The length and the breadth and the height of it are equal.
revelation
ସେ ଦୂତ କାନ୍ଥର ଉଚ୍ଚତା ମଧ୍ଯ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ଯମାନଙ୍କ ଦ୍ବାରା ବ୍ଯବହୃତ ମାନଦଣ୍ଡ ରେ ମାପିଥିଲେ।
translate sentence into Odia : And he measured the wall thereof, an hundred and forty and four cubits, according to the measure of a man, that is, of the angel.
revelation
ସହେି ନଗରୀର କାନ୍ଥ ସୂର୍ୟ୍ଯକାନ୍ତମଣି ରେ ତିଆରି ହାଇେଥିଲା। ସହେି ନଗରୀ ସ୍ବଚ୍ଛକାଚ ପରି ଉଜ୍ଜ୍ବଳ ଖାଣ୍ଟି ସୁନା ରେ ତିଆରି ହାଇେଥିଲା।
translate sentence into Odia : And the building of the wall of it was of jasper: and the city was pure gold, like unto clear glass.
revelation
ନଗରୀ କାନ୍ଥର ମୂଳଦୁଆ ପଥର ରେ ବହୁମୂଲ୍ଯ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ବିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ୟ୍ଯମଣି, ଚତୁର୍ଥଟି ମରକତମଣି ଥିଲା।
translate sentence into Odia : And the foundations of the wall of the city were garnished with all manner of precious stones. The first foundation was jasper; the second, sapphire; the third, a chalcedony; the fourth, an emerald;
revelation
ପଞ୍ଚମ ରେ ପୁଲକମଣି, ଷଷ୍ଠ ମଣିକ୍ଯମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମ ରେ ଫିରୋଜମଣି, ନମମ ରେ ଗୋମଦେକମଣି, ଦଶମ ରେ ଲଶୁନୀୟମଣି, ଏକାଦଶ ରେ ଇନ୍ଦ୍ରନୀଳମଣି, ଓ ଦ୍ବାଦଶ ରେ ସୁଗନ୍ଧମଣି ଖଚିତ ଥିଲା।
translate sentence into Odia : The fifth, sardonyx; the sixth, sardius; the seventh, chrysolyte; the eighth, beryl; the ninth, a topaz; the tenth, a chrysoprasus; the eleventh, a jacinth; the twelfth, an amethyst.
revelation
ବାରଟି ପ୍ରବେଶ ଦ୍ବାର ହେଉଛି ବାର ଗୋଟି ମୁକ୍ତ ପ୍ରେତ୍ୟକକ ପ୍ରବେଶ ଦ୍ବାର ଗୋଟିଏ ଲଖାେ ମୁକ୍ତା ରେ ତିଆରି ହାଇେଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନା ରେ ତିଆରି ହାଇେଥିଲା।
translate sentence into Odia : And the twelve gates were twelve pearls: every several gate was of one pearl: and the street of the city was pure gold, as it were transparent glass.
revelation
ମୁଁ ସହେି ନଗରୀ ଭିତ ରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ବର ଓ ମଷେଶାବକ ହେଉଛନ୍ତି ସହେି ନଗରର ମନ୍ଦିର।
translate sentence into Odia : And I saw no temple therein: for the Lord God Almighty and the Lamb are the temple of it.
revelation
ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।
translate sentence into Odia : And the city had no need of the sun, neither of the moon, to shine in it: for the glory of God did lighten it, and the Lamb is the light thereof.
revelation
ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଚାଲିବେ। ପୃଥିବୀର ରାଜାମାନେ ସମାନଙ୍କେର ଐଶ୍ବର୍ୟ୍ଯ ଏହି ନଗରୀକୁ ଦବେେ।
translate sentence into Odia : And the nations of them which are saved shall walk in the light of it: and the kings of the earth do bring their glory and honour into it.
revelation
ସହେି ନଗରୀର ଦ୍ବାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସଠାେରେ କବେେ ହେଲେ ରାତି ହବେ ନାହିଁ।
translate sentence into Odia : And the gates of it shall not be shut at all by day: for there shall be no night there.
revelation
ସହେି ନଗରକୁ ଜାତିସମୂହର ଐଶ୍ବର୍ୟ୍ଯ ଓ ମହିମା ଅଣାୟିବ।
translate sentence into Odia : And they shall bring the glory and honour of the nations into it.
revelation
କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।
translate sentence into Odia : And there shall in no wise enter into it any thing that defileth, neither whatsoever worketh abomination, or maketh a lie: but they which are written in the Lamb's book of life.
revelation
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।
translate sentence into Odia : And he shewed me a pure river of water of life, clear as crystal, proceeding out of the throne of God and of the Lamb.
revelation
ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।
translate sentence into Odia : In the midst of the street of it, and on either side of the river, was there the tree of life, which bare twelve manner of fruits, and yielded her fruit every month: and the leaves of the tree were for the healing of the nations.
revelation
ସଠାେରେ ପରମେଶ୍ବରଙ୍କ ଦ୍ବାରା ବିଚାରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ବର ଓ ମଷେଶାବକଙ୍କ ସିଂହାସନ ସଠାେରେ ରହିବ। ତାହାଙ୍କର ସବେକମାନେ ତାହାଙ୍କୁ ଉପାସନା କରିବେ।
translate sentence into Odia : And there shall be no more curse: but the throne of God and of the Lamb shall be in it; and his servants shall serve him:
revelation
ସମାନେେ ତାହାଙ୍କ ମୁଖ ଦେଖିବେ। ସମାନଙ୍କେ କପାଳ ରେ ପରମେଶ୍ବରଙ୍କର ନାମ ଲଖାେ ହବେ।
translate sentence into Odia : And they shall see his face; and his name shall be in their foreheads.
revelation
ସଠାେରେ ଆଉ କବେେ ରାଜି ହବେ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ୟ୍ଯର ଆଲୋକ ଆଉ ଆବଶ୍ଯକ କରିବେ ନାହିଁ। ପ୍ରଭୁ ପରମେଶ୍ବର ସମାନଙ୍କେୁ ଆଲୋକ ଦବେେ। ସମାନେେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ବ କରିବେ।
translate sentence into Odia : And there shall be no night there; and they need no candle, neither light of the sun; for the Lord God giveth them light: and they shall reign for ever and ever.
revelation
ସେ ସ୍ବଗଦୂର୍ତ ମାେତେ କହିଲେ, "ଏହି କଥାଗୁଡ଼ିକ ସତ୍ଯ ଓ ବିଶ୍ବାସ ଯୋଗ୍ଯ। ପ୍ରଭୁ ଭବିଷ୍ଯଦ୍ ବକ୍ତାମାନଙ୍କ ଆତ୍ମାର ପରମେଶ୍ବର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ସ୍ବର୍ଗଦୂତଙ୍କୁ ପଠାଇଛନ୍ତି।
translate sentence into Odia : And he said unto me, These sayings are faithful and true: and the Lord God of the holy prophets sent his angel to shew unto his servants the things which must shortly be done.
revelation
ଶୁଣ ! ଆମ୍ଭେ ଶୀଘ୍ର ଆସୁଅଛୁ। ଏହି ପୁସ୍ତକରେ ଲଖାେଥିବା ଭବିଷ୍ଯବାଣୀର ବାକ୍ଯଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ଯ ହବେ। revelation And I John saw these things, and heard them. And when I had heard and seen, I fell down to worship before the feet of the angel which shewed me these things. ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି। revelation Then saith he unto me, See thou do it not: for I am thy fellowservant, and of thy brethren the prophets, and of them which keep the sayings of this book: worship God. କିନ୍ତୁ ସହେି ଦୂତ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ଯଦ୍ ବକ୍ତାମାନଙ୍କ ପରି ଜଣେ ସବେକ। ମୁଁ ସହେିମାନଙ୍କ ପରି ଜଣେ ସବେକ ୟିଏ, ଏହି ପୁସ୍ତକର ବାକ୍ଯଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କବଳେ ପରମେଶ୍ବରଙ୍କୁ ପ୍ରଣାମ କର।"
translate sentence into Odia : Behold, I come quickly: blessed is he that keepeth the sayings of the prophecy of this book.
revelation
ତା'ପରେ ସ୍ବର୍ଗଦୂତ ମାେତେ କହିଲେ, "ଏହି ପୁସ୍ତକରେ ଥିବା ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖଇେ ଆସିଲାଣି।
translate sentence into Odia : And he saith unto me, Seal not the sayings of the prophecy of this book: for the time is at hand.
revelation
ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହାଇେ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହାଇେ ରହିବାକୁ ଦିଅ।"
translate sentence into Odia : He that is unjust, let him be unjust still: and he which is filthy, let him be filthy still: and he that is righteous, let him be righteous still: and he that is holy, let him be holy still.
revelation
ଶୁଣ ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗ ରେ ପୁରସ୍କାର ନଇେ ଆସିବା। ଆମ୍ଭେ ପ୍ରେତ୍ୟକକ ବ୍ଯକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦବୋ। revelation I am Alpha and Omega, the beginning and the end, the first and the last. ଆମ୍ଭେ ପ୍ରଥମ ଓ ଶଷେ ; କ ଓ କ୍ଷ, ଆଦି ଓ ଅନ୍ତ।
translate sentence into Odia : And, behold, I come quickly; and my reward is with me, to give every man according as his work shall be.
revelation
ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସମାନେେ ଧନ୍ଯ ହବେେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସମାନଙ୍କେର ଅଧିକାର ରହିଛି। ସମାନେେ ନଗରୀ ଭିତରକୁ ନଗରୀ ଦ୍ବାର ଦଇେ ପ୍ରବେଶ କରିପାରିବେ। revelation For without are dogs, and sorcerers, and whoremongers, and murderers, and idolaters, and whosoever loveth and maketh a lie. କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।
translate sentence into Odia : Blessed are they that do his commandments, that they may have right to the tree of life, and may enter in through the gates into the city.
revelation
ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମାରଦେୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜଳ ପ୍ରଭାତୀ ତାରା।
translate sentence into Odia : I Jesus have sent mine angel to testify unto you these things in the churches. I am the root and the offspring of David, and the bright and morning star.
revelation
ଆତ୍ମା ଓ କନ୍ଯା କହନ୍ତି, "ଆସ !" ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, "ଆସ !"। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।
translate sentence into Odia : And the Spirit and the bride say, Come. And let him that heareth say, Come. And let him that is athirst come. And whosoever will, let him take the water of life freely.
revelation
ଏହି ପୁସ୍ତକର ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଶୁଣୁଥିବା ପ୍ରେତ୍ୟକକ ଲୋକକୁ ମୁଁ ସତର୍କ କରିଦିଏ। କହେି ଯଦି ଏହି ବାକ୍ଯଗୁଡ଼ିକ ସହିତ କିଛି ଯୋଗକରେ, ତବେେ ପରମେଶ୍ବର ତାହାକୁ ଏହି ପୁସ୍ତକରେ ଲଖାେଥିବା କ୍ଲେଶଗୁଡ଼ିକ ଦବେେ।
translate sentence into Odia : For I testify unto every man that heareth the words of the prophecy of this book, If any man shall add unto these things, God shall add unto him the plagues that are written in this book:
revelation
ଯଦି କୌଣସି ବ୍ଯକ୍ତି ଏହି ପୁସ୍ତକରେ ଲିଖିତ ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକରୁ କିଛି କାଢ଼ି ଦିଏ, ତବେେ ପରମେଶ୍ବର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରୁ ତାହାର ଅଧିକାର କାଢ଼ିନବେେ।
translate sentence into Odia : And if any man shall take away from the words of the book of this prophecy, God shall take away his part out of the book of life, and out of the holy city, and from the things which are written in this book.
revelation
ଯୀଶୁ ହିଁ ଏସବୁ ସତ୍ଯ କହନ୍ତି। ବର୍ତ୍ତମାନ ସେ କହନ୍ତି, "ହଁ, ଆମ୍ଭେ ଶୀଘ୍ର ଆସୁଛୁ।" ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ।
translate sentence into Odia : He which testifieth these things saith, Surely I come quickly. Amen. Even so, come, Lord Jesus.
revelation