instruction
stringlengths
34
702
output
stringlengths
1
10.9k
input
stringclasses
1 value
category
stringlengths
3
20
translate sentence into Odia : Go forth of the ark, thou, and thy wife, and thy sons, and thy sons' wives with thee.
ଜାହାଜକୁ ପରିତ୍ଯାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ
genesis
translate sentence into Odia : But Abimelech had not come near her: and he said, LORD, wilt thou slay also a righteous nation?
କିନ୍ତୁ ସେ ପର୍ୟ୍ଯନ୍ତ ଅବିମଲକେ ସାରା ସହିତ ସହବାସ କରି ନଥିଲେ। ତେଣୁ ଅବିମଲକେ କହିଲେ, "ତୁମ୍ଭେ କ'ଣ ଏକ ନିର୍ ଦୋଷ ବ୍ଯକ୍ତିକୁ ହତ୍ଯା କରିବ?
genesis
translate sentence into Odia : So Abraham returned unto his young men, and they rose up and went together to Beersheba; and Abraham dwelt at Beersheba.
ଏହାପରେ ଅବ୍ରହାମ ତାଙ୍କର ଦାସଗଣ ନିକଟକୁ ଫରେିଗଲେ। ଏହାପରେ ସମାନେେ ସମସ୍ତେ ବରେଶବୋକୁ ଫରେିଗଲେ। ଏବଂ ଅବ୍ରହାମ ସଠାେରେ ବାସକଲେ।
genesis
translate sentence into Odia : And she say to me, Both drink thou, and I will also draw for thy camels: let the same be the woman whom the LORD hath appointed out for my master's son.
ସହେି କନ୍ଯାଟି ସତେ ସ୍ବତନ୍ତ୍ର ଦରଣର ଉତ୍ତର ଦଇେ କହିବ, "ପାଣି ପିଅନ୍ତୁ। ଏବଂ ମୁଁ ମଧ୍ଯ ତୁମ୍ଭ ଓଟମାନଙ୍କୁ ଜଣପାନ କରାଇବି।" ଏହି ଉପାଯ ରେ ମୁଁ ଜାଣିବି ଯେ ସହେି ଝିଅଟି ସଦାପ୍ରଭୁ ମାରେ ପ୍ରଭୁଙ୍କର ପୁତ୍ର ପାଇଁ ବାଛି ଅଛନ୍ତି।'
genesis
translate sentence into Odia : And it came to pass, that, when Abraham's servant heard their words, he worshipped the LORD, bowing himself to the earth.
ଏହାପରେ ସେ ଏବଂ ତାଙ୍କର ଲୋକମାନେ ଖାଇପିଇ ବିଶ୍ରାମ ନେଲେ। ତା'ପର ଦିନ ପ୍ରଭାତରୁ ସମାନେେ ଉଠି କହିଲେ, "ବର୍ତ୍ତମାନ ଆମ୍ଭେ ଆମ୍ଭ କର୍ତ୍ତାଙ୍କ ପାଖକୁ ଫରେିୟିବୁ।"
genesis
translate sentence into Odia : And Jacob said, Swear to me this day; and he sware unto him: and he sold his birthright unto Jacob.
କିନ୍ତୁ ଯାକୁବ କହିଲା, "ପ୍ରଥମେ ତୁମ୍ଭେ ମାେତେ ଦବୋ ପାଇଁ ପ୍ରତିଜ୍ଞା କର।" ତେଣୁ ସେ ପ୍ରତିଜ୍ଞା କଲା। ଏବଂ ତାଙ୍କର ଜେଷ୍ଠତା ତାଙ୍କୁ ଦଲୋ।
genesis
translate sentence into Odia : And give thee the blessing of Abraham, to thee, and to thy seed with thee; that thou mayest inherit the land wherein thou art a stranger, which God gave unto Abraham.
ପରମେଶ୍ବର ଅବ୍ରହାମଙ୍କୁ ସେ ଆଶୀର୍ବାଦ କଲା ପରି ତୁମ୍ଭଠା ରେ ଓ ତୁମ୍ଭ ବଂଶକୁ ଆଶୀର୍ବାଦ ଦେଉ। ତହିଁରେ ପରମେଶ୍ବର ତୁମ୍ଭର ପ୍ରବାସ ସ୍ଥାନ ଯେଉଁଠା ରେ ତୁମ୍ଭେ ବାସ କରୁଛ। ବର୍ତ୍ତମାନ, ତାହା ପରମେଶ୍ବର ଅବ୍ରହାମଙ୍କୁ ଦଇେଥିଲେ।" ଏହାପରେ ଇସ୍ହାକ ଯାକୁବକୁ ବିଦାଯ କରନ୍ତେ ସେ ପଦ୍ଦନ ଅରାମ ରେ ଲାବନକୁ ବଥୁଯଲରେ ପୁତ୍ର ଅରାମୀଯ ଅର୍ଥାତ୍ ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ୟାତ୍ରା କଲେ। ରିରିକା ଯାକୁବ ଏବଂ ଏଷୌର ମାତା ଥିଲେ।
genesis
translate sentence into Odia : And thy seed shall be as the dust of the earth, and thou shalt spread abroad to the west, and to the east, and to the north, and to the south: and in thee and in thy seed shall all the families of the earth be blessed.
ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।
genesis
translate sentence into Odia : And Laban said unto Jacob, Because thou art my brother, shouldest thou therefore serve me for nought? tell me, what shall thy wages be?
ଦିନେ ଲାବନ ଯାକୁବକୁ କହିଲେ, "ତୁମ୍ଭେ ମାରେ କୁଟୁମ୍ବ ବୋଲି କଣ ବିନା ବର୍ତ୍ତନ ରେ ମାରେ ଦାସକର୍ମ କରିବ? ଏଣୁ କି ବର୍ତ୍ତନ ନବୋ? ତାହା କୁହ।"
genesis
translate sentence into Odia : And it came to pass in the evening, that he took Leah his daughter, and brought her to him; and he went in unto her.
ସହେିଦିନ ରାତି ରେ ଲାବନ ଯାକୁବଙ୍କ ପାଇଁ ତାଙ୍କର ଝିଅ ଲୟୋକୁ ଆଣିଲେ। ଯାକୁବ ଏବଂ ଲୟୋ ଉଭୟ ସହବାସ କଲେ।
genesis
translate sentence into Odia : And she gave him Bilhah her handmaid to wife: and Jacob went in unto her. And Bilhah conceived, and bare Jacob a son.
ରାହେଲ କହିଲା, "ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି, ମାେତେ ଏକ ପୁତ୍ର ସନ୍ତାନ ଦବୋ ପାଇଁ ସେ ନିଷ୍ପତ୍ତି ନେଲେ।" ତେଣୁ ରାହେଲ ତା'ର ନାମ ରଖିଲେ ଦାନ।
genesis
translate sentence into Odia : With whomsoever thou findest thy gods, let him not live: before our brethren discern thou what is thine with me, and take it to thee. For Jacob knew not that Rachel had stolen them.
କିନ୍ତୁ ମୁଁ ତୁମ୍ଭର ଦବେତାଗଣଙ୍କୁ ଚୋରାଇ ଆଣି ନାହିଁ। ମାତ୍ର ତୁମ୍ଭେ ଯାହା ନିକଟରୁ ତାହା ପାଇବ ତାକୁ ହତ୍ଯା କରାୟିବ। ତୁମ୍ଭର ଲୋକମାନେ ମାରେ ସାକ୍ଷୀ ରହିଲେ। ତୁମ୍ଭର ଏଠା ରେ ଯାହାସବୁ ଅଛି ତୁମ୍ଭେ ତୁମ୍ଭର ଲୋବତାଗଣଙ୍କୁ ଖାଜେି ପାରିବ। ତୁମ୍ଭର ଯାହା ଅଛି ତୁମ୍ଭେ ନଇେ ପାରିବ।" ରାହେଲ ତାହା ଚୋରି କରିଛନ୍ତି ବୋଲି, ଯାକୁବ ଜାଣି ନଥିଲେ।
genesis
translate sentence into Odia : And I have oxen, and asses, flocks, and menservants, and womenservants: and I have sent to tell my lord, that I may find grace in thy sight.
ମାରେ ଗାଈଗୁଡ଼ିକ, ଗର୍ଦ୍ଧଭଗୁଡ଼ିକ, ପଶୁଗଣ, ମନୁଷ୍ଯଗଣ, ସବେକ ଓ ସବେୀକାଗଣ ଅଛନ୍ତି। ମୁନିବ ମୁଁ ଅନୁଗ୍ରହ ପାଇବା ନିମନ୍ତେ ଏହି ଦୂତଗଣଙ୍କୁ ପଠାଉଛି। ଦୟାକରି ସମାନଙ୍କେୁ ଗ୍ରହଣ କର।"'
genesis
translate sentence into Odia : And as he passed over Penuel the sun rose upon him, and he halted upon his thigh.
ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।
genesis
translate sentence into Odia : Then said Judah to Tamar his daughter in law, Remain a widow at thy father's house, till Shelah my son be grown: for he said, Lest peradventure he die also, as his brethren did. And Tamar went and dwelt in her father's house.
ଏହାପରେ ଯିହୁଦା ତା'ର ପୁତ୍ର ବଧୁ ତାମରକୁ କହିଲେ, "ତୁମ୍ଭେ ତୁମ୍ଭର ପିତୃ ଗୃହକୁ ୟାଅ। ଏବଂ ମାରେ କନିଷ୍ଠ ପୁତ୍ରଶିଲା ୟୁବକ ନ ହବୋ ପର୍ୟ୍ଯନ୍ତ ବିବାହ କର ନାହିଁ।" ଯିହୁଦା ଭୟ କଲେ ଯେ ଯଦି ତା'ର ଭାଇମାନଙ୍କ ପରି ଶଲୋ ହିଁ ମରିୟିବ।
genesis
translate sentence into Odia : Pharaoh was wroth with his servants, and put me in ward in the captain of the guard's house, both me and the chief baker:
ଆପଣ ମାେ ପ୍ରତି କୋର୍ଧିତ ହାଇେ ଏବଂ ପ୍ରଧାନ ରୋଟୀବାଲା ଓ ଆମ୍ଭମାନଙ୍କୁ କାରାବାସ କରିଥିଲେ।
genesis
translate sentence into Odia : And there was there with us a young man, an Hebrew, servant to the captain of the guard; and we told him, and he interpreted to us our dreams; to each man according to his dream he did interpret.
ସଠାେରେ ଜଣେ ଏବ୍ରୀଯ ଲୋକ ଯେ କି ଆମ୍ଭମାନଙ୍କ ସହିତ ବନ୍ଦୀଶାଳା ରେ ଥିଲେ। ସେ ହେଉଛନ୍ତି ରକ୍ଷକ ସୈନ୍ଯାଧିପତିର ଦାସ। ଆମ୍ଭେ ଆମ୍ଭମାନଙ୍କର ସ୍ବପ୍ନ ବିଷଯ ରେ ତାଙ୍କୁ କହିଲୁ। ଏବଂ ସେ ଆମ୍ଭକୁ ତାହା ସବୁ ବୁଝାଇ ଦେଲେ। ସେ ଆମ୍ଭ ଦୁଇଜଣଙ୍କର ସ୍ବପ୍ନର ଅର୍ଥ ବୁଝାଇ ଦେଲେ।
genesis
translate sentence into Odia : And Joseph was thirty years old when he stood before Pharaoh king of Egypt. And Joseph went out from the presence of Pharaoh, and went throughout all the land of Egypt.
ଯୋଷଫେ ତିରିଷ ବର୍ଷ ବସଯ ରେ ମିଶ୍ରୀଯ ରାଜା ଫାରୋଙ୍କ ଛାମୁ ରେ ଛିଡ଼ା ହାଇେଥିଲେ। ଏହାପରେ ଯୋଷଫେ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିଶର ଦେଶର ସର୍ବତ୍ର ଭ୍ରମଣ କଲେ।
genesis
translate sentence into Odia : And Joseph saw his brethren, and he knew them, but made himself strange unto them, and spake roughly unto them; and he said unto them, Whence come ye? And they said, From the land of Canaan to buy food. 
 ଯୋଷଫେ ସମାନଙ୍କେର ଭାଇମାନଙ୍କୁ ଦେଖିଲେ। ଯୋଷଫେ ସମାନଙ୍କେୁ ଚିହ୍ନି ପାରିଲେ ନାହିଁ। କିନ୍ତୁ ସମାନଙ୍କେୁ ନ ଚିହ୍ନିଲାପରି ଅଭିନଯ କଲେ। ଯୋଷଫେ ସମାନଙ୍କେୁ ମଧ୍ଯ ରୁକ୍ଷ ବ୍ଯବହାର କଲେ। ଯୋଷଫେ ସମାନଙ୍କେୁ ପଚାରିଲେ, "ତୁମ୍ଭମାନେେ କେଉଁଠାରୁ ଆସିଛ?" 
genesis
translate sentence into Odia : And I saw in my dream, and, behold, seven ears came up in one stalk, full and good: 
 "ପୁଣିଥରେ ସ୍ବପ୍ନ ରେ ମୁଁ ଦେଖିଲି, ଗୋଟିଏ ଶଣ୍ଢା ରେ ସାତଟି ପୁର୍ଣ୍ଣ ଓ ଉତ୍ତମ ଶୀଷା ବାହାରିଲା। 
genesis
translate sentence into Odia : And they said unto him, Wherefore saith my lord these words? God forbid that thy servants should do according to this thing: 
 କିନ୍ତୁ ଭାଇମାନେ ସହେି ଦସକେୁ କହିଲେ, "ତୁମ୍ଭର କର୍ତ୍ତା ଏପରି କାହିଁକି କହିଲେ,? ଆମ୍ଭେ ଏପରି କିଛି କର୍ୟ୍ଯ କରିନାହୁଁ। 
genesis
translate sentence into Odia : Then they speedily took down every man his sack to the ground, and opened every man his sack. 
 ଏହାପରେ ସମସ୍ତ ଭାଇମାନେ ତାଙ୍କ ପଟ ଭୂମିରେ ରଖିଲେ ଏବଂ ସଗେୁଡ଼ିକୁୁ ଖାେଳିଲେ। 
genesis
translate sentence into Odia : And they told him all the words of Joseph, which he had said unto them: and when he saw the wagons which Joseph had sent to carry him, the spirit of Jacob their father revived: 
 ତା'ପରେ ଯୋଷଫଙ୍କେ ସମସ୍ତ କଥା ସମାନେେ ତାଙ୍କୁ କହିଲେ। ଏବଂ ଯାକୁବ ତାଙ୍କ ପାଇଁ ପଠାଇଥିବା ଶକଟ ମାନ ଦେଖିଲେ। ଏହାପରେ ଯାକୁବ ଅତ୍ଯନ୍ତ ଆନନ୍ଦି ହେଲେ। 
genesis
translate sentence into Odia : And Joseph gathered up all the money that was found in the land of Egypt, and in the land of Canaan, for the corn which they bought: and Joseph brought the money into Pharaoh's house. 
 ଆଉ ମିଶର ଦେଶ ରେ ଓ କିଣିନଦେଶ ରେ ଯେତେ ରୂପା ଥିଲା। ଲୋକମନେେ ତାହା ଦଇେ ଶସ୍ଯ କିଣିବାରୁ ଯୋଷଫେ ସେ ସବୁ ରୂପା ସଂଗ୍ରର କରି ଫାରୋଙ୍କର ଗୃହକୁ ଆଣିଲେ। 
genesis
translate sentence into Odia : Benjamin shall ravin as a wolf: in the morning he shall devour the prey, and at night he shall divide the spoil.
ବିନ୍ଯାମୀନ ଏକ ଭୋକିଲା ଗଧିଆ ତୁଲ୍ଯ। ପ୍ରଭାତ ରେ ସେ ଶୀକାର କରି ଖାଏ। ଅବଶିଷ୍ଟାଂଶ ସନ୍ଧ୍ଯା ରେ ସେ ଦୁ ହେଁ ଭାଗ କରନ୍ତି।
genesis
translate sentence into Odia : The purchase of the field and of the cave that is therein was from the children of Heth.
ସହେି କ୍ଷେତ୍ର ଓ ଦନ୍ମଧ୍ଯସ୍ଥ ଗୁହା ହତେୀଯ ସନ୍ତାନମାନଙ୍କଠାରୁ କିଣା ହାଇେଅଛି।"
genesis
translate sentence into Odia : And his brethren also went and fell down before his face; and they said, Behold, we be thy servants. And Joseph said unto them, Fear not: for am I in the place of God?
ତା'ର ଭାଇମାନେ ତାଙ୍କ ନିକଟକୁ ଗଲେ ଏବଂ ତାଙ୍କୁ ପ୍ରଣାମ କଲେ। ସମାନେେ ତାଙ୍କୁ କହିଲେ, "ଆମ୍ଭମାନେେ ତୁମ୍ଭର ଦାସ ହବେୁ।" ଏହାପରେ ଯୋଷଫେ ସମାନଙ୍କେୁ କହିଲେ, "ଭୟ କର ନାହିଁ। ମୁଁ ପରମେଶ୍ବର ନୁହେଁ। ମାରେ ଦଣ୍ଡ ଦବୋର ଅଧିକାର ନାହିଁ।
genesis
translate sentence into Odia : But the more they afflicted them, the more they multiplied and grew. And they were grieved because of the children of Israel.
ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କୁ ଅଧିକରୁ ଅଧିକ ପରିଶ୍ରମ କରାଇଲେ। ସମାନଙ୍କେୁ ଯେତେ ଅଧିକ ପରଶ୍ରମ କରାଇଲେ, ସମାନଙ୍କେର ସଂଖ୍ଯା ସହେିପରି ଅଧିକ ବ୍ଯାପିଲା। ଏହା ମିଶରୀଯ ଲୋକମାନଙ୍କର ଭୟର କାରଣ ହେଲା।
exodus
translate sentence into Odia : And he said, Draw not nigh hither: put off thy shoes from off thy feet, for the place whereon thou standest is holy ground.
ଏହାପରେ ସଦାପ୍ରଭୁ କହିଲେ, "ଆମ୍ଭର ଅଧିକ ନିକଟବର୍ତ୍ତୀ ହାଇେ ନାହୁଁ। ତୁମ୍ଭ ପାଦରୁ ପାଦୁକା କାଢି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡା ହାଇେଛ ତାହା ପବିତ୍ର ଭୂମି ଅଟେ।
exodus
translate sentence into Odia : And God said unto Moses, I AM THAT I AM: and he said, Thus shalt thou say unto the children of Israel, I AM hath sent me unto you.
ଏହାପରେ ପରମେଶ୍ବର ମାଶାଙ୍କେୁ କହିଲେ, " ସମାନଙ୍କେୁ କୁହ, 'ଆମ୍ଭେ ଯେ ଅଛୁଁ, ସେ ଅଛୁଁ,' ଇଶ୍ରାୟେଲର ଲୋକମାନଙ୍କୁ କୁହ ଯେ, 'ସ୍ବଯମ୍ଭୁ' ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।"
exodus
translate sentence into Odia : And the people took their dough before it was leavened, their kneadingtroughs being bound up in their clothes upon their shoulders.
ଇଶ୍ରାୟେଲର ଲୋକମାନେ ତାଙ୍କ ଅଟା ରେ ତାଡି ମିଶାଇବାକୁ ସମୟ ପାଇ ନଥିଲେ। ସମାନେେ ଅଟା ନଇେ ପଳାଇଲେ। ସମାନେେ ସମାନଙ୍କେର ପାତ୍ରଗୁଡିକ ଲୁଗା ରେ ଘୋଡାଇ ଗୁଡାଇଲେ ଏବଂ ସମାନଙ୍କେର କାନ୍ଧ ରେ ବହିଲେ।
exodus
translate sentence into Odia : The depths have covered them: they sank into the bottom as a stone.
ଗଭୀର ଜଳ ସମାନଙ୍କେୁ ଆଚ୍ଛାଦନ କରିଅଛି। ସମାନେେ ପ୍ରସ୍ତର ତୁଲ୍ଯ ଅଗାଧ ଜଳ ରେ ବୁଡି ଗଲେ।
exodus
translate sentence into Odia : And they laid it up till the morning, as Moses bade: and it did not stink, neither was there any worm therein.
ତେଣୁ ଲୋକମାନେ ବଳକା ଖାଦ୍ୟକୁ ସଂଚଯ କଲେ। ସହେି ଖାଦ୍ୟ ଜମା ନଷ୍ଟ ହେଲା ନାହିଁ। ସେଥି ରେ କୃମୀ ନଥିଲେ।
exodus
translate sentence into Odia : And the LORD said unto Moses, Go down, charge the people, lest they break through unto the LORD to gaze, and many of them perish.
ସଦାପ୍ରଭୁ ମାଶାଙ୍କେୁ କହିଲେ, "ତଳକୁ ୟାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସମାନେେ ମାେ ଆଡକୁ ଚାହିଁବେ ନାହିଁ କି ମାେ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ଯ କରେ ତବେେ ସେ ମରିବ।
exodus
translate sentence into Odia : And Moses said unto the LORD, The people cannot come up to mount Sinai: for thou chargedst us, saying, Set bounds about the mount, and sanctify it.
ତହିଁରେ ମାଶାେ ସଦାପ୍ରଭୁଙ୍କୁ କହିଲେ, "ଲୋକମାନେ ସୀନଯ ପର୍ବତକୁ ଆସି ପାରିବେ ନାହିଁ। କାରଣ ତୁମ୍ଭେ ଦୃଢ ଆଜ୍ଞା ଦଇେ ଆମ୍ଭମାନଙ୍କୁ କହିଛ ଯେ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।"
exodus
translate sentence into Odia : Thou shalt have no other gods before me.
ତୁମ୍ଭମାନେେ ମାେ ବ୍ଯତୀତ ଆଉ କୌଣସି ଦବେତାଗଣକୁ ଉପାସନା କରିବ ନାହିଁ। exodus And the LORD said unto Moses, Thus thou shalt say unto the children of Israel, Ye have seen that I have talked with you from heaven. ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲର ଲୋକମାନଙ୍କୁ ଏହି କଥା କୁହ, ଆମ୍ଭେ ସ୍ବର୍ଗ ରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭମାନେେ ଦେଖିଅଛ।
exodus
translate sentence into Odia : If the ox shall push a manservant or a maidservant; he shall give unto their master thirty shekels of silver, and the ox shall be stoned.
କିନ୍ତୁ ଯଦି ବଳଦ ଯବେେ କାହାର ଦାସ କି ଦାସୀକୁ ଆଘାତ କରେ, ତବେେ ସେ ତା'ର ପ୍ରଭୁକୁ ତିରିଶ ସକେଲେ ରୂପା ଦବେ। ଆଉ ବଳଦକୁ ପ୍ରସ୍ତର ଦ୍ବାରା ହତ୍ଯା କରାୟିବ।
exodus
translate sentence into Odia : If a man shall cause a field or vineyard to be eaten, and shall put in his beast, and shall feed in another man's field; of the best of his own field, and of the best of his own vineyard, shall he make restitution.
ଯଦି କୌଣସି ବ୍ଯକ୍ତି ଅନ୍ୟ ଜଣେ ଲୋକର ଦ୍ରାକ୍ଷା କ୍ଷେତ୍ର ରେ ପଶୁ ଚରାଏ ତବେେ ସେ ଲୋକ ତା'ର ଉତ୍ତମ କ୍ଷତରେ ଫସର ଉକ୍ତ ଲୋକକୁ ଦବେ। exodus And the fourth row a beryl, and an onyx, and a jasper: they shall be set in gold in their inclosings. ଚତୁର୍ଥ ପଂକ୍ତି ରେ ବୈଦୂର୍ୟ୍ଯ, ଗୋମଦେକ ଓ ସୂର୍ୟ୍ଯକାନ୍ତ। ଏହିସବୁ ସ୍ବର୍ଣ୍ଣ ରେ ନିଜ ନିଜ ପଂକ୍ତି ରେ ବସାୟିବ। exodus And thou shalt make upon the breastplate chains at the ends of wreathen work of pure gold. ବୁକୁପଟା ନିମନ୍ତେ ହାରଗୁଡିକ ତିଆରି କର। ଏହି ହାର ଶୁଦ୍ଧ ସୁବର୍ଣ୍ଣ ରେ ମାେଡା ୟାଇଥିବ।
exodus
translate sentence into Odia : And this is the thing that thou shalt do unto them to hallow them, to minister unto me in the priest's office: Take one young bullock, and two rams without blemish,
ବର୍ତ୍ତମାନ ମୁଁ ତୁମ୍ଭକୁ କହିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କିପରି ଯାଜକ ଭାବେ ନିୟିକ୍ତି କରିବା ପାଇଁ ହବେ। ଏକ ନିଖୁଣ ବାଛୁରୀ ଓ ଦୁଇଟି ନିଖୁଣ ଅଣ୍ଡିରା ମଷେ ନିଅ। exodus And thou shalt take of the blood that is upon the altar, and of the anointing oil, and sprinkle it upon Aaron, and upon his garments, and upon his sons, and upon the garments of his sons with him: and he shall be hallowed, and his garments, and his sons, and his sons' garments with him. ଏହାପରେ ୟଜ୍ଞବଦେୀର ଉପରିସ୍ଥିତ ରକ୍ତରୁ ଓ ଅଭିଷକୋର୍ଥକ ତୈଳରୁ କିଛି ନଇେ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସମାନଙ୍କେ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସମାନଙ୍କେ ବସ୍ତ୍ର ପବିତ୍ର ହବେ। exodus And the LORD spake unto Moses, saying, ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, exodus And oil for the light, and spices for anointing oil, and for the sweet incense, ଦୀପ ପାଇଁ ତୈଳ, ଅଭିଷକୋର୍ଥକ ତୈଳ ପାଇଁ ମସଲା ଓ ଧୂପ। exodus And Moses called Bezaleel and Aholiab, and every wise hearted man, in whose heart the LORD had put wisdom, even every one whose heart stirred him up to come unto the work to do it: ତା'ପରେ ମାଶାେ ବତ୍ସଲଲେ ଏବଂ ଅହଲୀଯାବ ପ୍ରେତ୍ୟକକ ନିପୂଣ ଲୋକମାନଙ୍କୁ ଡାକିଲେ। ଯେଉଁମାନଙ୍କୁ ସଦାପ୍ରଭୁ କାର୍ୟ୍ଯ କରିବାକୁ କୌଶଳ ଓ ଅତିଶଯ ଦକ୍ଷତା ଦଇେଛନ୍ତି। exodus And he made fifty taches of gold, and coupled the curtains one unto another with the taches: so it became one tabernacle. ଏହାପରେ ସମାନେେ ପଚାଶ ଗୋଟି ସ୍ବର୍ଣ୍ଣଘୁଣ୍ଡି କରି ୟବନିକା ସବୁ ୟୋଗ କଲେ। ତେଣୁ ପବିତ୍ର ତମ୍ବୁ ତିଆରି ହାଇେ ଗୋଟିଏ ହେଲା। exodus And he made fifty taches of brass to couple the tent together, that it might be one. ଶିଳ୍ପୀମାନେ ପିତ୍ତଳର ପଚାଶଟି ମୁଦିଆ ତିଆରି କଲେ, ସହେି ୟବନିକାକୁ ଏକତ୍ର କରିବା ପାଇଁ ବା ଗୋଟିଏ ତମ୍ବୁ ନିର୍ମାଣ କରିବା ପାଇଁ। exodus And he made the middle bar to shoot through the boards from the one end to the other. ମଧ୍ଯସ୍ଥିତ ଅର୍ଗଳ ଢାଞ୍ଚାର ମଝି ସ୍ଥାନରୁ ଏମୁଣ୍ଡରୁ ସମେୁଣ୍ଡ ୟାଏ ପାଇଲା। exodus And the hanging for the gate of the court was needlework, of blue, and purple, and scarlet, and fine twined linen: and twenty cubits was the length, and the height in the breadth was five cubits, answerable to the hangings of the court. ପ୍ରାଙ୍ଗଣ ଦ୍ବାର ରେ ଆଚ୍ଛାଦନ ବସ୍ତ୍ର ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ଶିଳ୍ପ କର୍ମ ରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ର୍ଦୈଘ୍ଯ କୋଡିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା। exodus And of the hundred talents of silver were cast the sockets of the sanctuary, and the sockets of the vail; an hundred sockets of the hundred talents, a talent for a socket. ଏକ ତାଳନ୍ତ ଲଖାଏଁେ ରୂପା ରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହାଇେଥିଲା। 10 ଆଧାର ପାଇଁ 100 ତାଳନ୍ତ ବ୍ଯବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ। leviticus And he shall lay his hand upon the head of the sin offering, and slay the sin offering in the place of the burnt offering. ପୁଣି ସେ ସହେି ପାପାର୍ଥକ ନବୈେଦ୍ଯର ମସ୍ତକରେ ହସ୍ତ ରଖି ହାମବେଳି ବଧ କରିବା ସ୍ଥାନ ରେ ତାକୁ ବଧ କରିବ। leviticus And the two kidneys, and the fat that is on them, which is by the flanks, and the caul that is above the liver, with the kidneys, it shall he take away: ଆଉ ସେ ଯାଜକ ଦୁଇ ଗୁରୁଦା ଓ ମଦେ ଉପରିସ୍ଥିତ ଓ ପାଶର୍‌ବସ୍ଥ ମଦରେ ପଛ ମାଂସପେଶୀର ନିମ୍ନଭାଗ ଓ ମଦରେ ଆଚ୍ଛାଦିତ ୟକୃତ ନଇେ ଉତ୍ସର୍ଗ କରିବା ଉଚିତ୍। ସେ ଏହା ଗୁରୁଦା ସହିତ ନିଶ୍ଚଯ ବାହର କରିବ। leviticus And whosoever beareth ought of the carcase of them shall wash his clothes, and be unclean until the even. ପୁଣି ଯେକହେି ସମାନଙ୍କେର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। leviticus And upon whatsoever any of them, when they are dead, doth fall, it shall be unclean; whether it be any vessel of wood, or raiment, or skin, or sack, whatsoever vessel it be, wherein any work is done, it must be put into water, and it shall be unclean until the even; so it shall be cleansed. ଅଶୁଚି ପ୍ରାଣୀମାନଙ୍କ ଶବ କୌଣସି ଦ୍ରବ୍ଯ ଉପରେ ପଡିଲେ ତାହା ଅଶୁଚି ହବେ। ଯଦି ସହେି ଶବ କାଠପାତ୍ର କି ବସ୍ତ୍ର, କି ଚର୍ମ କି ଅଖା କିମ୍ବା କୌଣସି କର୍ମ ହତିଆର ଉପରେ ପଡିଲେ ତାହା ଜଳ ରେ ଧୂଆୟିବା ଉଚିତ୍। ଆଉ ତାହା ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ତା'ପରେ ଶୁଚି ହବେ।
exodus
translate sentence into Odia : Speak unto the children of Israel, saying, If a woman have conceived seed, and born a man child: then she shall be unclean seven days; according to the days of the separation for her infirmity shall she be unclean.
ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, 'ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତବେେ ସେ ସ୍ତ୍ରୀ ଧର୍ମର ଅ େଶୗଚ ସମୟ ପରି ସାତଦିନ ୟାଏ ଅଶୁଚି ରହିବ। leviticus And the priest shall dip his right finger in the oil that is in his left hand, and shall sprinkle of the oil with his finger seven times before the LORD: ତା'ପରେ ଯାଜକ ସହେି ବାମ ହସ୍ତର ପାପୁଲିସ୍ଥିତ ତୈଳ ରେ ଆପଣା ଦକ୍ଷିଣ ଆଙ୍ଗୁଳି ବୁଡାଇ ଅଙ୍ଗୁଳି ଦ୍ବାରା ସହେି ତୈଳରୁ କିଛି ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ସାତଥର ଛିଞ୍ଚିବ। leviticus And if the plague come again, and break out in the house, after that he hath taken away the stones, and after he hath scraped the house, and after it is plaistered; ଯଦି କାନ୍ଥ ରେ ପ୍ରସ୍ତର ବଦଳ କଲାପରେ ଓ ଗୃହ ଚାଞ୍ଛିଲା ପରେ ଓ ନୂତନ ଲପନେ କଲାପରେ ଯବେେ ସହେି ଦାଗ ପୁନର୍ବାର କାନ୍ଥ ରେ ଫୁଟି ବାହା ରେ,
leviticus
translate sentence into Odia : And the vessel of earth, that he toucheth which hath the issue, shall be broken: and every vessel of wood shall be rinsed in water.
ଯଦି କୌଣସି କ୍ଷରଣକାରୀ ମାଟିପାତ୍ରକୁ ଛୁଏଁ ତବେେ ସହେି ପାତ୍ରକୁ ଭାଙ୍ଗି ଦିଆୟିବ। ଆଉ ଯଦି କୌଣସି କାଠପାତ୍ରକୁ ଛୁଏଁ ତବେେ ତାହା ଜଳ ରେ ଧୁଆୟିବା ଉଚିତ୍। leviticus And they shall no more offer their sacrifices unto devils, after whom they have gone a whoring. This shall be a statute for ever unto them throughout their generations. ତହିଁରେ ସମାନେେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ଯଭିଚାର କରୁଅଛନ୍ତି, ସମାନଙ୍କେ ଉଦ୍ଦେଶ୍ଯ ରେ ଆଉ ବଳିଦାନ କରିବେ ନାହିଁ। ଏହା ସମାନଙ୍କେର ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ। leviticus And the LORD spake unto Moses, saying, ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, leviticus Thou shalt not lie with mankind, as with womankind: it is abomination. ତୁମ୍ଭେ କୌଣସି ପୁରୁଷ ସହିତ, ସ୍ତ୍ରୀଲୋକ ସହିତ ୟୌନ କଂପର୍କ ରଖିବ ନାହିଁ। କାରଣ ତାହା ଘୃଣ୍ଯ ପାପ।
leviticus
translate sentence into Odia : No man that hath a blemish of the seed of Aaron the priest shall come nigh to offer the offerings of the LORD made by fire: he hath a blemish; he shall not come nigh to offer the bread of his God.
ହାରୋଣ ଯାଜକର ବଂଶଧର ମଧିଅରେ ଏପରି ଖୁଣ ବିଶିଷ୍ଟ ଲୋକ ଥିଲେ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉପହାର ଉତ୍ସର୍ଗ କରିବା ପାଇଁ ବଦେୀ ନିକଟକୁ ୟାଇପାରିବ ନାହିଁ। ଆଉ ତା'ର ଖୁଣ ଥିବାରୁ ସେ ୟଜ୍ଞବଦେୀ ନିକଟକୁ ଶସ୍ଯ ଭକ୍ଷ୍ଯ ଉତ୍ସର୍ଗ କରିବା ପାଇଁ ଆସିବା ଉଚିତ୍ ନୁହେଁ।
leviticus
translate sentence into Odia : There shall no stranger eat of the holy thing: a sojourner of the priest, or an hired servant, shall not eat of the holy thing.
କବଳେ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀଯ କୌଣସି ଲୋକ ଅବା ଯାଜକ ଗୃହ ରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ।
leviticus
translate sentence into Odia : Ye shall do no servile work therein: but ye shall offer an offering made by fire unto the LORD.
ତୁମ୍ଭମାନେେ ସହେି ଦିନ କୌଣସି ବ୍ଯବସାଯିକ କିମ୍ବା କୌଣସି କର୍ମ କରିବା ଉଚିତ୍ ନୁହେଁ। ମାତ୍ର ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବ।"
leviticus
translate sentence into Odia : And the LORD spake unto Moses, saying,
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
leviticus
translate sentence into Odia : And his host, and those that were numbered thereof, were fifty and four thousand and four hundred.
ସହେି ସୈନ୍ଯ ସଂଖ୍ଯା , ହବେେ।
numbers
translate sentence into Odia : The families of the sons of Kohath shall pitch on the side of the tabernacle southward.
କହାତୀଯ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗ ରେ ପବିତ୍ର ତମ୍ବୁ ନିକଟରେ ଛାଉଣୀ ସ୍ଥାପନ କରିବେ।
numbers
translate sentence into Odia : And their charge shall be the ark, and the table, and the candlestick, and the altars, and the vessels of the sanctuary wherewith they minister, and the hanging, and all the service thereof.
ପବିତ୍ର ସିନ୍ଦୂକ, ମଜେ,ଦୀପରୁଖା, ୟଜ୍ଞବଦେୀ, ପବିତ୍ରସ୍ଥାନର ସବୋ ସମ୍ବନ୍ଧୀଯ ସକଳପାତ୍ର, ଏବଂ ପରଦା ସମାନଙ୍କେର ଦାଯ୍ବିତ୍ବ ରେ ରହିବ।
numbers
translate sentence into Odia : At the appointment of Aaron and his sons shall be all the service of the sons of the Gershonites, in all their burdens, and in all their service: and ye shall appoint unto them in charge all their burdens.
ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ବ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ୟ୍ଯ ଓ ସବୋ ସମ୍ବନ୍ଧୀଯ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସମାନଙ୍କେୁ, ଯାହାସବୁ ଦାଯୀତ୍ବ ବହନ କରନ୍ତି ସହେି କାର୍ୟ୍ଯ ଭାର ଦବୋ ଉଚିତ୍।
numbers
translate sentence into Odia : And the priest shall take an handful of the offering, even the memorial thereof, and burn it upon the altar, and afterward shall cause the woman to drink the water.
ତହୁଁ ଯାଜକ ସହେି ଭକ୍ଷ୍ଯ ନବୈେଦ୍ଯରୁ ମୁଠାଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନଇେ ବଦେି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତା ରେ ସହେି ସ୍ତ୍ରୀକୁ ସହେି ଜଳ ପାନ କରାଇବ।
numbers
translate sentence into Odia : And when the people complained, it displeased the LORD: and the LORD heard it; and his anger was kindled; and the fire of the LORD burnt among them, and consumed them that were in the uttermost parts of the camp.
ତା'ପରେ ଲୋକମାନେ ସଦାପ୍ରଭୁଙ୍କଠା ରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କୋରଧ ପ୍ରଜ୍ବଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସମାନଙ୍କେ ମଧିଅରେ ପ୍ରଜ୍ବଳିତ ହାଇେ ଛାଉଣୀର ପ୍ରାନ୍ତଭାଗ ଗ୍ରାସ କଲା।
numbers
translate sentence into Odia : And there ran a young man, and told Moses, and said, Eldad and Medad do prophesy in the camp.
ତହୁଁ ଜଣେ ୟୁବକ ଦୌଡି ୟାଇ ମାଶାଙ୍କେୁ କହିଲା, "ଇଲଦଦ୍ ଓ ମଦେଦ୍ ଛାଉଣୀ ଭିତ ରେ ରହି ଭବିଷ୍ଯତ କଥା ପ୍ରଚାର କରୁଅଛନ୍ତି।"
numbers
translate sentence into Odia : And there went forth a wind from the LORD, and brought quails from the sea, and let them fall by the camp, as it were a day's journey on this side, and as it were a day's journey on the other side, round about the camp, and as it were two cubits high upon the face of the earth.
ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାଯୁ ବହିଲା ଓ ତାହା ସମୁଦ୍ରରୁ ଭଟୋଇ ପକ୍ଷୀ ଆଣିଲା। ସମାନଙ୍କେର ସଂଖ୍ଯା ଏତେ ଅଧିକ ହେଲା ଯେ ସମାନେେ ଛାଉଣୀର ଚତୁର୍ବ୍ଦିଗ ରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ୟ୍ଯନ୍ତ ବ୍ଯାପି ରହିଲେ। ସମାନେେ ଭୂମିଠାରୁ ପ୍ରାଯ ଦୁଇ ପୁଟ ବହଳ ରେ ଗଦା ହଇେ ଗଲେ।
numbers
translate sentence into Odia : And the LORD came down in the pillar of the cloud, and stood in the door of the tabernacle, and called Aaron and Miriam: and they both came forth.
ସେତବେେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ ତମ୍ବୁ ନିକଟରେ ଛିଡା ହେଲେ। ସେ ଡାକିଲେ, "ହାରୋଣ ଓ ମରିଯମ!" ତହୁଁ ସମାନେେ ବାହାର ହାଇେ ଆସିଲେ।
numbers
translate sentence into Odia : The place was called the brook Eshcol, because of the cluster of grapes which the children of Israel cut down from thence.
ଇଶ୍ରାୟେଲର ଲୋକମାନେ ଯେଉଁ ଉପତ୍ୟକା ରେ ଦ୍ରାକ୍ଷାପନ୍ଡୋ କାଟି ଥିଲେ, ସେଥି ସକାେଶ ସହେି ସ୍ଥାନ ଇଷ୍କୋଲ ଉପତ୍ୟକା ନାମ ରେ ପ୍ରସିଦ୍ଧ ହେଲା।
numbers
translate sentence into Odia : And the men, which Moses sent to search the land, who returned, and made all the congregation to murmur against him, by bringing up a slander upon the land,
ଯେଉଁ ଲୋକମାନଙ୍କୁ ମାଶାେ ସେ ଦେଶ ଅନୁସନ୍ଧାନ କରିବାକୁ ପ୍ ରରଣେ କରିଥିଲେ, ସମାନେେ ଫରେିଆସି ସହେି ଦେଶର ଅଖ୍ଯାତି ପ୍ରଚାର କଲେ ଓ ସମସ୍ତ ମଣ୍ତଳୀ ବିରୁଦ୍ଧ ରେ ଅଭିଯୋଗ ଆଣିଲେ।
numbers
translate sentence into Odia : For which cause both thou and all thy company are gathered together against the LORD: and what is Aaron, that ye murmur against him?
ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଇଅଛ। ହାରୋଣ କିଛି ଅବିଧି କରିନାହାଁନ୍ତି। ମାତ୍ର ତୁମ୍ଭମାନେେ ତାଙ୍କର ବିପକ୍ଷ ରେ ଅଭିଯୋଗ କରିଅଛ।"
numbers
translate sentence into Odia : And Moses said unto Korah, Be thou and all thy company before the LORD, thou, and they, and Aaron, to morrow:
ତା'ପରେ ମାଶାେ କୋରହକୁ କହିଲେ, "କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସଦାପ୍ରଭୁଙ୍କ ସମ୍ମୁଖ ରେ ଛିଡା ହୁଅ। ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମି ଓ ସଠାେରେ କାଲି ରହିବା ଉଚିତ୍।
numbers
translate sentence into Odia : And the children of Israel spake unto Moses, saying, Behold, we die, we perish, we all perish.
ଏହାପରେ ଇଶ୍ରାୟେଲର ଲୋକମାନେ ମାଶାଙ୍କେୁ କହିଲେ, "ଆମ୍ଭେ ଜାଣୁ ଆମ୍ଭମାନେେ ମରିବୁ। ଆମ୍ଭମାନେେ ବିନଷ୍ଟ ହାଇେଅଛୁ, ଆମ୍ଭମାନେେ ବିନଷ୍ଟ ହବେୁ।
numbers
translate sentence into Odia : And the LORD spake unto Moses and Aaron, Because ye believed me not, to sanctify me in the eyes of the children of Israel, therefore ye shall not bring this congregation into the land which I have given them.
ଏଥି ରେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ, "ତୁମ୍ଭମାନେେ ଲୋକମାନଙ୍କ ସମ୍ମୁଖ ରେ ମାଠାେ ରେ ବିଶ୍ବାସ କଲ ନାହିଁ ଏବଂ ଲୋକମାନଙ୍କ ଆଗ ରେ ମାେତେ ପବିତ୍ର ରୂପେ ସମ୍ମାନ ଦେଲେ ନାହିଁ। ଏଣୁ ତୁମ୍ଭମାନେେ ଏହିସବୁ ଲୋକମାନଙ୍କୁ ସହେି ଦେଶ ଭିତରକୁ ନବେ ନାହିଁ, ଯାହା ମୁଁ ସମାନଙ୍କେୁ ଦଇେଛି।"
numbers
translate sentence into Odia : And the children of Israel said unto him, We will go by the high way: and if I and my cattle drink of thy water, then I will pay for it: I will only, without doing anything else, go through on my feet.
ଇଶ୍ରାୟେଲର ଲୋକମାନେ କହିଲେ, "ଆମ୍ଭମାନେେ କବଳେ ତୁମ୍ଭ ସଡକ ଦଇେ ୟିବୁ। ଯଦି ଆମ୍ଭମାନେେ କିମ୍ବା ଆମ୍ଭମାନଙ୍କ ପଶୁ ଜଳ ପାନ କରିବୁ, ତବେେ ଆମ୍ଭେ ତହିଁର ମୂଲ୍ଯ ଦବେୁ, ଆମ୍ଭମାନେେ କବଳେ ତୁମ୍ଭ ଦେଶ ଦଇେ ପାଦ ରେ ୟିବୁ। ଆମ୍ଭମାନେେ ଆଉକିଛି କରିବୁ ନାହିଁ।"
numbers
translate sentence into Odia : And Israel smote him with the edge of the sword, and possessed his land from Arnon unto Jabbok, even unto the children of Ammon: for the border of the children of Ammon was strong.
ମାତ୍ର ଇଶ୍ରାୟେଲର ଲୋକମାନେ ରାଜାଙ୍କୁ ହତ୍ଯା କଲେ। ତା'ପରେ ସମାନେେ ଅର୍ଣୋନଠାରୁ ୟଦ୍ଦୋକ ପର୍ୟ୍ଯନ୍ତ ଅର୍ଥାତ୍ ଅେମ୍ମାନୀୟମାନଙ୍କର ସୀମା ପର୍ୟ୍ଯନ୍ତ ଅଗ୍ରସର ହେଲେ। ସମାନେେ ସମାନଙ୍କେର ଦେଶ ଅଧିକାର କଲେ କିନ୍ତୁ ଆଗକୁ ୟାଇ ପାରିଲେ ନାହିଁ। କାରଣ ଅେମ୍ମାନୀୟମାନେ ଶକ୍ତିଶାଳି ଥିଲେ।
numbers
translate sentence into Odia : And Balak said unto Balaam, Neither curse them at all, nor bless them at all.
ଅନନ୍ତର ବାଲାକ୍ ବିଲିଯମୁ କହିଲେ, "ତୁମ୍ଭେ ସମାନଙ୍କେୁ କିଛି ଶାପ ଦିଅ ନାହିଁ କିମ୍ବା ଆଶୀର୍ବାଦ କର ନାହିଁ।"
numbers
translate sentence into Odia : Of Zerah, the family of the Zarhites: of Shaul, the family of the Shaulites.
ସରହଠାରୁେ ସରହେୀଯ ଗୋଷ୍ଠୀ; ଶୌଲଠାରୁ ଶୌଲୀଯ ଗୋଷ୍ଠୀ,
numbers
translate sentence into Odia : These are the families of Judah according to those that were numbered of them, threescore and sixteen thousand and five hundred.
ଯିହୁଦାର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା , ଥିଲେ।
numbers
translate sentence into Odia : And her husband heard it, and held his peace at her, and disallowed her not: then all her vows shall stand, and every bond wherewith she bound her soul shall stand.
ପୁଣି ତାହାର ସ୍ବାମୀ ତାହା ଶୁଣି ତାହା ପ୍ରତି ତୁନି ହାଇେ ରହେ ଓ ତାହାକୁ ନିଷଧେ ନକରେ, ତବେେ ତା'ର ସମସ୍ତ ପ୍ରତିଜ୍ଞା ପାଳନ ହବେ, ପୁଣି ସେ ଯେଉଁ ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହା ସବୁ ପାଳନ ହବେ।
numbers
translate sentence into Odia : But if her husband hath utterly made them void on the day he heard them; then whatsoever proceeded out of her lips concerning her vows, or concerning the bond of her soul, shall not stand: her husband hath made them void; and the LORD shall forgive her.
ମାତ୍ର ତା'ର ସ୍ବାମୀ ଯଦି ଶୁଣିବା ପରେ ତାକୁ ଅସ୍ବୀକାର କରେ, ତବେେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନଇେଥିବା ଶପଥସବୁ ବାତିଲ ହାଇଯେିବ। ତା'ର ସ୍ବାମୀ ପ୍ରତିଜ୍ଞା ଭଂଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।
numbers
translate sentence into Odia : So there were delivered out of the thousands of Israel, a thousand of every tribe, twelve thousand armed for war.
ତେଣୁ ଇଶ୍ରାୟେଲ ବଂଶରୁ ସମୁଦାଯ ବାର ସହସ୍ର ଲୋକ ଏହି ୟୁଦ୍ଧ ପାଇଁ ସଜ୍ଜିତ ହେଲେ।"
numbers
translate sentence into Odia : And the land be subdued before the LORD: then afterward ye shall return, and be guiltless before the LORD, and before Israel; and this land shall be your possession before the LORD.
ଯେତବେେଳେ ସହେି ଦେଶ ଅକ୍ତିଆର ହୁଏ, ତା'ହାଲେ ତୁମ୍ଭମାନେେ ଗୃହକୁ ଫରେି ପାରିବ। ତା ହେଲେ ତୁମ୍ଭମାନେେ ସଦାପ୍ରଭୁ ଓ ଇଶ୍ରାୟେଲଙ୍କଠା ରେ ନିରପରାଧି ହବେ। ଆଉ ସହେି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନେେ ଅଧିକାର କରିବ।
numbers
translate sentence into Odia : But thy servants will pass over, every man armed for war, before the LORD to battle, as my lord saith.
ମାତ୍ର ଆମ୍ଭମାନଙ୍କ ସୈନ୍ଯମାନେ ସଦାପ୍ରଭୁଙ୍କ ଆଗ ରେ ୟର୍ଦ୍ଦନ ନଦୀ ପାର ହାଇେ ୟୁଦ୍ଧ କରିବାକୁ ଯିବେ, ଠିକ୍ ଯେପରି ମୂନିବ କହନ୍ତି।"
numbers
translate sentence into Odia : And they departed from Hazeroth, and pitched in Rithmah.
ଆଉ ସମାନେେ ହତ ସରେୋତରୁ ୟାତ୍ରା କରି ରିତ୍ମା ରେ ଛାଉଣୀ ସ୍ଥାପନ କଲେ।
numbers
translate sentence into Odia : And they departed from Punon, and pitched in Oboth.
ତା'ପରେ ସମାନେେ ପୂନୋନରୁ ତ୍ଯାଗ କରି ଓବୋତ ରେ ଛାଉଣୀ ସ୍ଥାପନ କଲେ।
numbers
translate sentence into Odia : And they departed from the mountains of Abarim, and pitched in the plains of Moab by Jordan near Jericho.
ପୁଣି ସମାନେେ ଅବାରୀମ ପର୍ବତରୁ ବାହାରି ଯିରୀହାେ ସପୋରି ରେ ୟର୍ଦ୍ଦନ ନିକଟବର୍ତ୍ତୀ ମାୟୋବ ପଦା ରେ ଛାଉଣୀ ସ୍ଥାପନ କଲେ।
numbers
translate sentence into Odia : The revenger of blood himself shall slay the murderer: when he meeteth him, he shall slay him.
ଜଣେ ମୃତ ପରିବାରର ଲୋକ, ହତ୍ଯାକାରୀକୁ ହତ୍ଯା କରିପାରିବ। ସେ ତାକୁ ଦେଖିଲା ମାତ୍ରକେ ହତ୍ଯା କରିପାରିବ।
numbers
translate sentence into Odia : And it came to pass in the fortieth year, in the eleventh month, on the first day of the month, that Moses spake unto the children of Israel, according unto all that the LORD had given him in commandment unto them;
କିନ୍ତୁ ଏହାଥିଲା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନ ରେ ମାଶାେ ଇଶ୍ରାୟେଲୀୟମାନଙ୍କୁ ସଦାପ୍ରଭୁଙ୍କର ଆଜ୍ଞା ଅନକ୍ସ୍ଟସା ରେ ସଦାପ୍ରଭୁଙ୍କର ବାକ୍ଯମାନ କହିଥିଲେ।
deuteronomy
translate sentence into Odia : And the LORD spake unto me, saying,
ଏହାପରେ ସଦାପ୍ରଭୁ ମାେତେ କହିଲେ,
deuteronomy
translate sentence into Odia : But Sihon king of Heshbon would not let us pass by him: for the LORD thy God hardened his spirit, and made his heart obstinate, that he might deliver him into thy hand, as appeareth this day.
କିନ୍ତୁ ହିଷ୍ବୋନ୍ର ରାଜା ସୀହାନ୍େ ତାଙ୍କ ଦେଶ ମଧ୍ଯ ଦଇେ ଆମ୍ଭମାନଙ୍କୁ ୟିବାକକ୍ସ୍ଟ ଦେଲେ ନାହିଁ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତାଙ୍କର ହୃଦଯ କଠିନ କରାଇଲେ। ସଦାପ୍ରଭୁ ଏପରି କଲେ, ତୁମ୍ଭମାନେେ ସୀହାନକେୁ ପରାସ୍ତ କରିପାରିବ, ଏବଂ ଆଜି ଆମ୍ଭେ ଜାଣିଲକ୍ସ୍ଟ ବାସ୍ତବ ରେ କ'ଣ ସବୁ ଘଟିଲା।
deuteronomy
translate sentence into Odia : Thou shalt have none other gods before me.
ଆମ୍ଭ ଛଡା ତକ୍ସ୍ଟମ୍ଭମାନେ ଅନ୍ୟ କୌଣସି ଦବେତା ପୂଜା କର ନାହିଁ। deuteronomy When thou hast eaten and art full, then thou shalt bless the LORD thy God for the good land which he hath given thee. ଆଉ ତୁମ୍ଭମାନେେ ସଠାେରେ ଖାଦ୍ୟ ରେ ତୃଲ୍ଗ ହବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦଇେ ଅଛନ୍ତି, ସେଥିପାଇଁ ତାଙ୍କର ଧନ୍ଯବାଦ କରିବ। deuteronomy Thy fathers went down into Egypt with threescore and ten persons; and now the LORD thy God hath made thee as the stars of heaven for multitude. ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତକ୍ସ୍ଟରି ପ୍ରାଣୀ ସହିତ ମିଶରକକ୍ସ୍ଟ ୟାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହକ୍ସ୍ଟ ସଂଖ୍ଯକ କରିଛନ୍ତି। deuteronomy When the LORD thy God shall cut off the nations from before thee, whither thou goest to possess them, and thou succeedest them, and dwellest in their land; ସଦାପ୍ରଭୁ ତୁମ୍ଭର ପରମେଶ୍ବର ସହେି ଦେଶସବୁକକ୍ସ୍ଟ ଉଚ୍ଛିନ୍ନ କରିବାକୁ ଯାଉଛନ୍ତି, ଯେଉଁମାନଙ୍କର ଭୂମି ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତା'ପରେ ତୁମ୍ଭେ ସମାନଙ୍କେୁ ଅଧିକାର କରି ସମାନଙ୍କେ ଦେଶ ରେ ବାସ କରିବ।
deuteronomy
translate sentence into Odia : Of all clean birds ye shall eat.
ତୁମ୍ଭମାନେେ ଶକ୍ସ୍ଟଚି ଯେ କୌଣସି ପକ୍ଷୀ ଭୋଜନ କରିପାରିବ। deuteronomy And the man that will do presumptuously, and will not hearken unto the priest that standeth to minister there before the LORD thy God, or unto the judge, even that man shall die: and thou shalt put away the evil from Israel. ଯେଉଁ ବ୍ଯକ୍ତି ଯାଜକର ବିଗ୍ଭର ଅବମାନନା କରିବାକୁ ସାହସ କରେ ୟିଏ କି ଛିଡା ହକ୍ସ୍ଟଏ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ସବୋ କରେ, ତାକକ୍ସ୍ଟ ମୃତକ୍ସ୍ଟ୍ଯ ଦଣ୍ତ ଦିଆୟିବା ଉଚିତ୍ା ତେଣୁ ତୁମ୍ଭେ ଇଶ୍ରାୟେଲରକ୍ସ୍ଟ କକ୍ସ୍ଟକର୍ମ ବାହାର କରିଦବୋ ଉଚିତ୍। deuteronomy The firstfruit also of thy corn, of thy wine, and of thine oil, and the first of the fleece of thy sheep, shalt thou give him. ତୁମ୍ଭେ ଆପଣା ଶସ୍ଯର ଆପଣା ଦ୍ରାକ୍ଷାରସର, ଆପଣା ତୈଳର ଆପଣା ମଷେ ଲୋମର ପ୍ରଥମ ଭାଗ ଯାଜକଗଣଙ୍କକ୍ସ୍ଟ ନିଶ୍ଚିତ ଦବେ। deuteronomy And if a Levite come from any of thy gates out of all Israel, where he sojourned, and come with all the desire of his mind unto the place which the LORD shall choose; ସମସ୍ତ ଇଶ୍ରାୟେଲ ମଧିଅରେ ତୁମ୍ଭର କୌଣସି ନଗରଦ୍ବାର ରେ ଯେଉଁ ଲବେୀୟ ଲୋକ ପ୍ରବାସ କରେ, ସେ ଯବେେ ଆପଣା ପ୍ରାଣର ସଐୂର୍ଣ୍ଣ ଇଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକକ୍ସ୍ଟ ଆସିବ।
deuteronomy
translate sentence into Odia : And, lo, he hath given occasions of speech against her, saying, I found not thy daughter a maid; and yet these are the tokens of my daughter's virginity. And they shall spread the cloth before the elders of the city.
ମାତ୍ର ସେ ତାକକ୍ସ୍ଟ ଘୃଣା କଲା, ଆଉ ଦେଖ, ସେ ତାହା ବିରକ୍ସ୍ଟଦ୍ଧ ରେ ମନ୍ଦକଥା ଆରୋପ କରି କହକ୍ସ୍ଟଛି କି, 'ଆମ୍ଭେ ତକ୍ସ୍ଟମ୍ଭ କନ୍ଯାର କକ୍ସ୍ଟମାରୀତ୍ବ ଲକ୍ଷଣ ପାଇଲକ୍ସ୍ଟ ନାହିଁ।' ମାତ୍ର ଆମ୍ଭ କନ୍ଯାର କକ୍ସ୍ଟମାରୀତ୍ବର ଚିହ୍ନ ଏହି।' ତହକ୍ସ୍ଟଁ ସମାନେେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତ ରେ ସହେି ଲକ୍ସ୍ଟଗା ମଲୋଇ ଦବେେ।
deuteronomy
translate sentence into Odia : Thou shalt not seek their peace nor their prosperity all thy days for ever.
ତୁମ୍ଭେ ଜାବଜ୍ଜୀବନ ଅନନ୍ତକାଳ ପର୍ୟ୍ଯନ୍ତ ଅେମ୍ମାନୀୟ ଓ ମାୟୋବୀଯ ସନ୍ତାନମାନଙ୍କ ଶାନ୍ତି ଓ ମଙ୍ଗଳ ଲୋଡିବ ନାହିଁ।
deuteronomy
translate sentence into Odia : Remember what Amalek did unto thee by the way, when ye were come forth out of Egypt;
ତୁମ୍ଭମାନେେ ମିଶରରକ୍ସ୍ଟ ବାହାର ହାଇେ ଆସିବା ବେଳେ ପଥ ମଧିଅରେ ଅମାଲକେୀଯ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପରି କରିଥିଲେ। deuteronomy And these shall stand upon mount Ebal to curse; Reuben, Gad, and Asher, and Zebulun, Dan, and Naphtali. ଏବଂ ରୂବନ୍େ, ଗାଦ୍, ଆଶରେ, ସବୂଲୂନ୍,ଦାନ, ନଲ୍ଗାଲି ଗୋଷ୍ଠୀଯକକ୍ସ୍ଟ ଅଭିଶାପ ଦବୋ ନିମନ୍ତେ ଏବଲ ପର୍ବତ ରେ ଠିଆ ହବେେ। deuteronomy And it shall come to pass, if thou shalt hearken diligently unto the voice of the LORD thy God, to observe and to do all his commandments which I command thee this day, that the LORD thy God will set thee on high above all nations of the earth: ବର୍ତ୍ତମାନ ତୁମ୍ଭମାନେେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ସ୍ବର ଶକ୍ସ୍ଟଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁ ଆଜି ତୁମ୍ଭକୁ କହକ୍ସ୍ଟଅଛି, ତବେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହକ୍ସ୍ଟ ଉଚ୍ଚ ରେ ରଖିବେ।
deuteronomy
translate sentence into Odia : And when ye came unto this place, Sihon the king of Heshbon, and Og the king of Bashan, came out against us unto battle, and we smote them:
ତୁମ୍ଭମାନେେ ଏହି ସ୍ଥାନକକ୍ସ୍ଟ ଆସିଲାପରେ ହିଷ୍ବୋନର ରାଜା ସୀହାନ୍େ ଓ ବାଶନର ରାଜା ଓଗ୍ ଆମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ଆସିଥିଲେ, କିନ୍ତୁ ଆମ୍ଭମାନେେ ସମାନଙ୍କେୁ ପରାସ୍ତ କଲକ୍ସ୍ଟ। deuteronomy The LORD will not spare him, but then the anger of the LORD and his jealousy shall smoke against that man, and all the curses that are written in this book shall lie upon him, and the LORD shall blot out his name from under heaven. ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍‌ବାଳା ସଧୂମ ହାଇେ ଉଠିବ। ପକ୍ସ୍ଟଣି ଏହି ପୁସ୍ତକକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳକ୍ସ୍ଟ ତାହାର ନାମ ଲୋପ କରିବ। ଏବଂ ଏହି ବ୍ଯବସ୍ଥାପୁସ୍ତକ ଲିଖିତ ନିଯମର ସମସ୍ତ ଶାପ ଅନକ୍ସ୍ଟସା ରେ ସଦାପ୍ରଭୁ ତାହାକକ୍ସ୍ଟ ଇଶ୍ରାୟେଲର ସମସ୍ତ ଗୋଷ୍ଠୀଯ ମଧ୍ଯରକ୍ସ୍ଟ ଅମଙ୍ଗଳ ନିମନ୍ତେ ପୃଥକ କରିବେ। deuteronomy And it shall come to pass, when many evils and troubles are befallen them, that this song shall testify against them as a witness; for it shall not be forgotten out of the mouths of their seed: for I know their imagination which they go about, even now, before I have brought them into the land which I sware. ତା'ପରେ ସହେିସବୁ କ୍ଲେଶ ଓ ଅମଙ୍ଗଳର କାର୍ୟ୍ଯମାନ ସମାନଙ୍କେ ପାଇଁ ଘଟିବ। ସମାନେେ ବହକ୍ସ୍ଟ ସମସ୍ଯାର ସମ୍ମକ୍ସ୍ଟଖିନ ହବେେ। ସହେି ସମୟରେ ସହେି ଲୋକମାନେ ସହେି ଗୀତ ସ୍ମରଣ କରିବେ। ଏହି ଗୀତ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ସାକ୍ଷୀରୂପେ କାର୍ୟ୍ଯ କରିବ। ମୁ ସମାନଙ୍କେୁ ପ୍ରତିଜ୍ଞା କରିଥିବା ଦେଶକକ୍ସ୍ଟ ଆଣିବା ପୂର୍ବରକ୍ସ୍ଟ ସମାନଙ୍କେର ପ୍ରକୃତି ଜାଣିଥିଲି।
deuteronomy
translate sentence into Odia : And he gave Joshua the son of Nun a charge, and said, Be strong and of a good courage: for thou shalt bring the children of Israel into the land which I sware unto them: and I will be with thee.
ତା'ପରେ ସଦାପ୍ରଭୁ ନୂନର ପକ୍ସ୍ଟତ୍ର ୟିହୋଶୂଯଙ୍କକ୍ସ୍ଟ କହିଲେ, "ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ ଆମ୍ଭେ ଯେଉଁ ଦେଶ ପାଇଁ ପ୍ରତିଜ୍ଞା କରିଅଛକ୍ସ୍ଟ, ସହେି ଦେଶକକ୍ସ୍ଟ ନଇେ ୟିବ ଏବଂ ଆମ୍ଭେ ତକ୍ସ୍ଟମ୍ଭ ସହିତ ସର୍ବଦା ରହିବା।"
deuteronomy
translate sentence into Odia : For the LORD's portion is his people; Jacob is the lot of his inheritance.
ସଦାପ୍ରଭୁଙ୍କ ଅଂଶ ତାଙ୍କରି ଲୋକ, ୟାକକ୍ସ୍ଟବ ତାଙ୍କର ଅଧିକାରର ବାଣ୍ଟ।
deuteronomy
translate sentence into Odia : That the waters which came down from above stood and rose up upon an heap very far from the city Adam, that is beside Zaretan: and those that came down toward the sea of the plain, even the salt sea, failed, and were cut off: and the people passed over right against Jericho.
ତା'ପରେ ଉପରକ୍ସ୍ଟ ବହକ୍ସ୍ଟଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ ପର୍ୟ୍ଯନ୍ତ ବନ୍ଦ ହାଇଗେଲା ଓ ଗୋଟିଏ ରାଶି ରେ ପରିଣତ ହାଇେ ସ୍ଥଗିତ ହେଲା। ଏବଂ ମୃତ ସମକ୍ସ୍ଟଦ୍ରକକ୍ସ୍ଟ ଯାଉଥିବା ନିମ୍ନଗାମୀ ଜଳ ସୋର୍ତ ବନ୍ଦ ହାଇଗେଲା। ଇତ୍ଯବସ ରେ ଲୋକମାନେ ଯିରୀହାେ ନିକଟରେ ୟର୍ଦ୍ଦନ ନଦୀ ପାର ହେଲେ।
joshua
translate sentence into Odia : And it shall come to pass, that when they make a long blast with the ram's horn, and when ye hear the sound of the trumpet, all the people shall shout with a great shout; and the wall of the city shall fall down flat, and the people shall ascend up every man straight before him.
ସମସ୍ତ ଯାଜକମାନେ ମଷେ ଶିଙ୍ଗା ରେ ଦୀର୍ଘ୍ଯ ଧ୍ବନୀ କରିବେ ଓ ଯେତବେେଳେ ତୁମ୍ଭମାନେେ ସହେି ଶିଙ୍ଗା ଶଦ୍ଦ ଶକ୍ସ୍ଟଣିବ ସେତବେେଳେ ସମସ୍ତ ଲୋକ ମହାଜଯ ଜଯଧ୍ବନୀ କରିବେ ଏବଂ ପ୍ରାଚୀର ପଡିୟିବ ଓ ସମସ୍ତ ଲୋକମାନେ ସିଧା ନଗରକକ୍ସ୍ଟ ୟିବାକକ୍ସ୍ଟ ସକ୍ଷମ ହବେେ।"
joshua
translate sentence into Odia : So the people shouted when the priests blew with the trumpets: and it came to pass, when the people heard the sound of the trumpet, and the people shouted with a great shout, that the wall fell down flat, so that the people went up into the city, every man straight before him, and they took the city.
ଯାଜକମାନେ ମଷେ ଶିଙ୍ଗା ବଜାଇଲେ, ଲୋକମାନେ ମଷେ ଶିଙ୍ଗା ଶଦ୍ଦ ଶକ୍ସ୍ଟଣି ପାଟି କରିବାକୁ ଲାଗିଲେ। ପ୍ରାଚୀରଟି ଭାଙ୍ଗିଗଲା, ଲୋକମାନେ ସିଧାସଳଖ ନଗର ମଧ୍ଯକକ୍ସ୍ଟ ଦୌଡିଲେ। ଇଶ୍ରାୟେଲର ଲୋକମାନେ ନଗରକକ୍ସ୍ଟ ଅକ୍ତିଆର କଲେ।
joshua
translate sentence into Odia : And they returned to Joshua, and said unto him, Let not all the people go up; but let about two or three thousand men go up and smite Ai; and make not all the people to labour thither; for they are but few.
ଏହାପରେ ଲୋକମାନେ ଯିହାଶୂେୟ ନିକଟକକ୍ସ୍ଟ ଫରେି ଆସିଲେ। ସମାନେେ କହିଲେ, "ଅଯ ବହକ୍ସ୍ଟତ୍ ଦୁର୍ବଳ, ସମାନଙ୍କେୁ ପରାସ୍ତ କରିବା ପାଇଁ ସମସ୍ତ ଲୋକମାନଙ୍କୁ ପଠାଇବା ନାହିଁ। ସଠାେକକ୍ସ୍ଟ ମାତ୍ର ଦକ୍ସ୍ଟଇ ତିନିହଜାର ଲୋକ ୟକ୍ସ୍ଟଦ୍ଧ ତରିବା ପାଇଁ ପଠାନ୍ତକ୍ସ୍ଟ। ସଠାେରେ ସମସ୍ତ ସୈନ୍ଯ ନିଯୋଜିତର ଆବଶ୍ଯକତା ନାହିଁ। ସଠାେରେ ଖକ୍ସ୍ଟବ୍ କମ୍ ଲୋକ ଆମ୍ଭମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ଅଛନ୍ତି।"
joshua
translate sentence into Odia : And all the people that were in Ai were called together to pursue after them: and they pursued after Joshua, and were drawn away from the city.
ତେଣୁ ନଗରର ସମସ୍ତ ସୈନ୍ଯ ସମାନଙ୍କେ ପଛ ରେ ପାଟିକରି ସମାନଙ୍କେୁ ଗୋଡ଼ାଇ ଗୋଡ଼ାଇ ତାଙ୍କ ପଛ ରେ ଦୌଡିଲେ। ଏହିପରି ଭାବରେ ସମସ୍ତ ଲୋକ ନଗର ପରିତ୍ଯାଗ କରିଥିଲେ।
joshua
translate sentence into Odia : There was not a word of all that Moses commanded, which Joshua read not before all the congregation of Israel, with the women, and the little ones, and the strangers that were conversant among them.
ଇଶ୍ରାୟେଲର ସମସ୍ତ ଲୋକମାନେ ସଠାେରେ ଉପସ୍ଥିତ ଥିଲେ। ସଠାେରେ ମଧ୍ଯ ସମସ୍ତ ସ୍ତ୍ରୀ ଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ସଠାେରେ ଉପସ୍ଥିତ ଥିଲେ। ବିଦେଶୀମାନେ ଇଶ୍ରାୟେଲଗଣଙ୍କ ସହିତ ବାସ କରୁଥିଲେ। ଏବଂ ସଠାେରେ ଯିହାଶୂେୟ ସମସ୍ତ ନିଯମ ପାଠ କରିଥିଲେ, ଯାହାକି ମାଶାଙ୍କେ ଦ୍ବାରା ସ୍ଥାପିତ ହାଇେଥିଲା।
joshua
translate sentence into Odia : And the men of Gibeon sent unto Joshua to the camp to Gilgal, saying, Slack not thy hand from thy servants; come up to us quickly, and save us, and help us: for all the kings of the Amorites that dwell in the mountains are gathered together against us.
ଗିବିଯୋନୀଯମାନେ ଗିଲ୍ଗଲ ଛାଉଣୀଠା ରେ ଯିହାଶୂେୟଙ୍କ ନିକଟକକ୍ସ୍ଟ ଏକ ବାର୍ତ୍ତା ପଠାଇଲେ। ସେ ବାର୍ତ୍ତାବାହକ କହିଲା, "ଆମ୍ଭେ ଆପଣଙ୍କ ଦାସ, ଆମ୍ଭକକ୍ସ୍ଟ ଏକକ୍ସ୍ଟଟିଆ ଛାଡ ନାହିଁ। ଆସ ଏବଂ ଆମ୍ଭମାନଙ୍କୁ ରକ୍ଷା କର। ଶିଘ୍ର ଆସି ଆମ୍ଭକକ୍ସ୍ଟ ସାହାୟ୍ଯ କରି ଆମ୍ଭର ଜୀବନ ରକ୍ଷା କର। ଆଉ ସମସ୍ତ ଇ ମାରେୀଯ ଦେଶର ପର୍ବତ ନିବାସୀ ରାଜାମାନେ ସମାନଙ୍କେର ସୈନ୍ଯବାହୀନି ସହିତ ଏକତ୍ରୀତ ହାଇେ ଆମ୍ଭମାନଙ୍କୁ ଆକ୍ରମଣ କରୁଛନ୍ତି।"
joshua
translate sentence into Odia : Then Horam king of Gezer came up to help Lachish; and Joshua smote him and his people, until he had left him none remaining.
ଗଷେରର ରାଜା ହାରମେ ଲାଖୀଶରକକ୍ସ୍ଟ ସାହାୟ୍ଯ କରିବାକୁ ଲାଗିଲେ। କିନ୍ତୁ ୟିହୋଶୂଯ ତାଙ୍କୁ ଓ ତାଙ୍କର ସୈନ୍ଯବାହୀନିକକ୍ସ୍ଟ ଓ ସମସ୍ତଙ୍କକ୍ସ୍ଟ ହତ୍ଯା କଲେ।
joshua
translate sentence into Odia : And Joshua went up from Eglon, and all Israel with him, unto Hebron; and they fought against it:
ଏହାପରେ ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ଲୋକମାନେ ଇଗ୍ଲୋନରକ୍ସ୍ଟ ହିବ୍ରୋଣକକ୍ସ୍ଟ ଗଲେ। ତା'ପରେ ସମାନେେ ହିବ୍ରୋଣକକ୍ସ୍ଟ ଆକ୍ରମଣ କଲେ।
joshua
translate sentence into Odia : And the coast of Og king of Bashan, which was of the remnant of the giants, that dwelt at Ashtaroth and at Edrei,
ସମାନେେ ମଧ୍ଯ ବାଶନର ରାଜା ଓଗଙ୍କକ୍ସ୍ଟ ପରାସ୍ତ କଲେ। ଓଗ୍ ଥିଲେ, ରଫାଯୀଯ ବଂଶଧର, ସେ ଅଷ୍ଟରୋତ୍ ଓ ଇଦ୍ରିଯୀ ରେ ଶାସନ କରୁଥିଲେ।
joshua
translate sentence into Odia : The king of Tappuah, one; the king of Hepher, one;
ତପୂହର ରାଜା
joshua
translate sentence into Odia : Now therefore divide this land for an inheritance unto the nine tribes, and the half tribe of Manasseh,
ବର୍ତ୍ତମାନ ଅଧିକାର ନିମିତ୍ତ ନଅ ବଂଶକକ୍ସ୍ଟ ଓ ମନଃଶିର ଅର୍ଦ୍ଧବଂଶକକ୍ସ୍ଟ ଏହି ଭୂମି ବଣ୍ଟନ କରିଦିଅ।"
joshua
translate sentence into Odia : And half Gilead, and Ashtaroth, and Edrei, cities of the kingdom of Og in Bashan, were pertaining unto the children of Machir the son of Manasseh, even to the one half of the children of Machir by their families.
ଅର୍ଦ୍ଧକେ ଗିଲିଯଦ, ଅଷ୍ଟାରୋତ୍, ଇଦ୍ରିଯୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପକ୍ସ୍ଟତ୍ର ମାଖୀରର ବଂଶଧରଗଣଙ୍କକ୍ସ୍ଟ ଏହିସବୁ ଦେଶ ଦିଆୟାଇଥିଲା। ଅର୍ଦ୍ଧକେ ଉତ୍ତରାଧିକାରୀ ଏହି ଦେଶ ପାଇଲେ।
joshua
translate sentence into Odia : This is the inheritance of the tribe of the children of Judah according to their families.
ଏହି ଦେଶ ୟିହକ୍ସ୍ଟଦା ପରିବାରବର୍ଗର ଅଧିକାର ନିମନ୍ତେ ଦିଆୟାଇଥିଲା।
joshua
translate sentence into Odia : Ye shall therefore describe the land into seven parts, and bring the description hither to me, that I may cast lots for you here before the LORD our God.
କିନ୍ତୁ ତୁମ୍ଭେ ନିଶ୍ଚିତ ସାତ ଭାଗ କରି ଏକ ନକ୍ସା ଅଙ୍କନ କରିବ। ତବେେ ତାହା ମାେତେ ଦବେ ଏବଂ ମୁ ସଦାପ୍ରଭୁ ପରମେଶ୍ବରଙ୍କ ଉପସ୍ଥିତ ରେ ଗକ୍ସ୍ଟଳାବାଣ୍ଟ ଦ୍ବାରା ଭାଗ କରିବି। ସେ ନିଷ୍ପତ୍ତି କରିବେ କିଏ କେଉଁ ଭାଗ ପାଇବ।
joshua

Dataset Card for OdiEnCorp_translation_instructions_25k

Dataset Summary

This dataset is the English-to-Odia translation instruction set. The instruction set is built using the OdienCorp_1.0 English-Odia parallel dataset. The instruction set contains input, and output strings.

Supported Tasks and Leaderboards

Large Language Model (LLM)

Languages

Odia

Dataset Structure

JSON

Data Fields

instruction (string)

output (string)

Licensing Information

This work is licensed under a Creative Commons Attribution-NonCommercial-ShareAlike 4.0 International License.

CC BY-NC-SA 4.0

Citation Information

If you find this repository useful, please consider giving 👏 and citing:

@misc{OdiaGenAI,
  author = {Shantipriya Parida and Sambit Sekhar and Subhadarshi Panda and Soumendra Kumar Sahoo and Swateek Jena and Abhijeet Parida and Arghyadeep Sen and Satya Ranjan Dash and Deepak Kumar Pradhan},
  title = {OdiaGenAI: Generative AI and LLM Initiative for the Odia Language},
  year = {2023},
  publisher = {Hugging Face},
  journal = {Hugging Face repository},
  howpublished = {\url{https://huggingface.co/OdiaGenAI}},
}

Contributions

  • Shantipriya Parida
  • Sambit Sekhar
Downloads last month
0
Edit dataset card

Models trained or fine-tuned on OdiaGenAI/OdiEnCorp_translation_instructions_25k